ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିରେ ସମସ୍ତଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କରୋନା ଯୁଦ୍ଧବେଳେ ଏମିତି ଏକ ଖବର ନଜରକୁ ଆସିଛି ଉତ୍ତରପ୍ରଦେଶର ଦେବରିୟା ଅଞ୍ଚଳରେ। ଏହି ଗ୍ରାମର ଏକ ପରିବାରରେ ଏକ ଶିଶୁ ପୁତ୍ର ଜନ୍ମ ନେଇଛି। ସେମାନେ ଶିଶୁର ନାମ ଲକ୍‌ଡାଉନ୍‌ ରଖିଛନ୍ତି। ଦେବରିୟା ଗ୍ରାମର ନୀରଜ ଦେବୀଙ୍କ ସ୍ତ୍ରୀ ପବନ ପ୍ରସାଦ ଏକ ଶିଶୁ ପୁତ୍ର ଜନ୍ମ ଦେଇଛନ୍ତି। ପବନ ଏନେଇ କହିଛନ୍ତି ଯେ, ସାରା ଦେଶ କରୋନାକୁ ଜିତିବାକୁ ଯୁଦ୍ଧ କରୁଥିବାବେଳେ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ତାଙ୍କ ପୁଅ ହୋଇଥିବାରୁ ସେ କରୋନାରୁ ଜିତିବା ସନ୍ଦେଶ୍‌ ନେଇ ଆସିଛନ୍ତି। ସେଥିଲାଗି ସେ ତାଙ୍କ ପୁଅ ନାଁ ଲକ୍‌ଡାଉନ୍‌ ରଖିଛନ୍ତି। ସୂଚନାଥାଉ କି, ବର୍ତ୍ତମାନ ଉତ୍ତରପ୍ରଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଉତ୍ତରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri