ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।

Share