Categories: ଖେଳ

ପୁଣି ସୁପର ଓଭରରେ ଜିତିଲା ଭାରତ

ଓ୍ବେଲିଂଟନ,୩୧।୧- ସିରିଜ୍‌ର ତୃତୀୟ ମ୍ୟାଚ୍‌ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଭାରତ ଜିତି ନେଇଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୪ ରନ୍‌ର ବିଜୟ ଲକ୍ଷ୍ୟକୁ ବିରାଟ ବାହିନୀ ଗୋଟିଏ ବଲ ପୂର୍ବରୁ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୪-୦ରେ ଆଗୁଆ ରହିଛି। ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ୫ ତାରିଖରେ ଖେଳାଯିବ।

Share