ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର କ୍ଷୟକ୍ଷତି ସମ୍ପର୍କରେ ଅବଗତ ହୋଇଥିଲେ। ବିଭାଗୀୟ ଅଧିକାରୀମାନେ କେତେ ଟଙ୍କାର କ୍ଷୟକ୍ଷତି ହୋଇଛି ତାହାର ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ବୈଠକରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳଙ୍କ ସହ ଜିଲାପାଳ ବଲଓ୍ବନ୍ତ ସିଂ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri