
ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ ନାୟକ ୨୪୦ ଭୋଟ ପାଇଥିବା ଜଣାପଡ଼ିଛି।
ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ ନାୟକ ୨୪୦ ଭୋଟ ପାଇଥିବା ଜଣାପଡ଼ିଛି।
ନୂଆଦିଲ୍ଲୀ,୨୫।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଏପରିକି ପାକିସ୍ତାନୀ ରେଞ୍ଜର୍ସଙ୍କ ଦ୍ବାରା ଅଟକ BSF ଯବାନଙ୍କୁ ମୁକୁଳାଇବାକୁ ଭାରତ...
ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...
ଗଞ୍ଜାମ,୨୫ା୪(ବିଦ୍ୟାଧର ସାହୁ): ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ସରଳ ନିରୀହ ପର୍ଯ୍ୟଟକମାନଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ଗଞ୍ଜାମ ସହର ବଜରଙ୍ଗ ଦଳ...
ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ସୀମା ହାଇଦରଙ୍କ ସ୍ବାମୀଙ୍କର ଏକ ନୂତନ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଗୁଲାମ ହାଇଦର ତାଙ୍କ ପତ୍ନୀ ସୀମା...
କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ...
ରାୟପୁର,୨୫।୪: ଦିନକୁ ଦିନ ମାଓବାଦୀ ସଙ୍ଗଠନ ଦୁର୍ବଲ ହେଉଥିବା ବେଳେ ସରକାରଙ୍କ ସହ ଶାନ୍ତି କଥାବାର୍ତ୍ତା ପାଇଁ ମାଓବାଦୀ ସଙ୍ଗଠନ ପ୍ରସ୍ତୁତ ବୋଲି ଅନୁରୋଧ କରିଛନ୍ତି।...
ଶ୍ରୀନଗର,୨୫।୪: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା...
ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍ଜିଦ୍ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ...