ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର, ୨l୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍‌ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ବିଡିଓ ସୀମାଞ୍ଚଳ ମହାନ୍ତି, ତହସିଲଦାର ଅରୁଣ କୁମାର ନାୟକଙ୍କ ସମେତ କର୍ମଚାରୀମାନେ ଉପସ୍ଥିତ ରହି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯମୁନା’ ପାଇଁ ଯନ୍ତା ପ୍ରସ୍ତୁତ

ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍‌ ଅଞ୍ଚଳ...

କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ

ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା।  ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି...

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ...

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା...

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri