Categories: ଜାତୀୟ

ପୁଲଓ୍ବାମାରେ ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ: ସର୍ଚ୍ଚ ଅପରେଶନ ଜାରି

ଶ୍ରୀନଗର,୨୯।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମାର ଦ୍ରବଗାମ ଅଞ୍ଚଳରେ ମଙ୍ଗଳବାର ଦ୍ୱିପହରରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଅନ୍ୟପଟେ ଏହାର ପାଲଟା ଜବାବରେ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଛି। ଏହାପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।

Share