ପୂର୍ବତନ ବିଧାୟକ ଅନାମଙ୍କୁ ଜାମିନ

କଟକ ଅଫିସ, ୨୬।୨: ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ବୁଧବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଅନାମଙ୍କୁ ଗିରଫ କରିଥିଲା।

Share