ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ଏବଂ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ ଏଲଆଇସି ଛକରେ ଥିବା ବରପୁତ୍ରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାୟକ ଶଶିଭୂଷଣ ବେହେରା ଏବଂ ପ୍ରଫୁଲ ସାମଲ ଉପସ୍ଥିତ ରହି ନନ୍ଦିନୀ ଶତପଥୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ...

ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ...

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ...

ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ...

ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…

ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri