ପୋଖରୀରେ ବୁଡ଼ି ୮ ବର୍ଷ ଛାତ୍ରର ମୃତ୍ୟୁ

ମାଲକାନଗିରି, ୧୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଷ୍ମାବକାଶରେ ମାମୁଁ ଘରକୁ ବୁଲିବାକୁ ଯାଇଥିବା ଜଣେ ୮ ବର୍ଷ ଶିଶୁର ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ସଦର ବ୍ଲକ ପଦ୍ମଗିରି ପଞ୍ଚାୟତର ପ୍ରତାପ ଢାଲିଙ୍କ ୮ ବର୍ଷର ପୁଅ ଚନ୍ଦନ।
ପ୍ରକାଶ ଯେ, ଚନ୍ଦନ ପଦ୍ମଗିରି ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢ଼ୁଥିଲେ। ଗ୍ରୀଷ୍ମାବକାଶ ଯୋଗୁ ମାମୁଁ ଘର ଗୌଡ଼ଗୁଡା ପଞ୍ଚାୟତ ଏମ୍‌ଭି ୯ ନଂ. ଗ୍ରାମକୁ ବୁଲିବାକୁ ଯାଇଥିଲେ। ସୋମବାର ସକାଳେ ସେ ନିକଟ ଏକ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡି ଯାଇଥିଲୋ। ଚନ୍ଦନ ପୋଖରୀରେ ଭାସୁଥିବା ଗ୍ରାମବାସୀଙ୍କଠାରୁ ଖବର ପାଇ ମାମୁଁ ଘରଲୋକେ ତାଙ୍କୁ ମାଲକାନଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମାଲକାନଗିରି ପୋଲିସ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ଡିଲ୍‌ ସମୟରେ ୨ ବାଘ ଛାଲ ଜବତ, ଜଣେ ଗିରଫ

ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ବ୍ୟକ୍ତି ୨ ବାଘ ଛାଲକୁ ବିକ୍ରି କରିବା ପାଇଁ ରବିବାର ଡିଲ୍‌ କରୁଥିବାବେଳେ ବନ ବିଭାଗର ଭିଜିଲାନ୍ସ...

ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା

ରାୟଗଡ଼ା/ଟିକିରି,୧୫।୧୨(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ କଂସାରିଗୁଡା ଛକ ନିକଟରେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ର...

ଦନ୍ତା ଆକ୍ରମଣରେ ଚାଲିଗଲା ଡ଼ଙ୍ଗରିଆ ଯୁବକଙ୍କ ଜୀବନ

ରାୟଗଡ଼ା,୧୪।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ର ଲାଖପଦର ଗ୍ରାମର ଜଣେ ଡ଼ଙ୍ଗରିଆ ଯୁବକ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ...

ରାୟଗଡ଼ା ମହୋତ୍ସବ ‘ଚଇତି’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୧୦।୧୨(ଆଶିଷ ରଞ୍ଜନ ପଣ୍ଡା): ଆସନ୍ତା ୨୬ରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ...

ନିୟମଗିରିରେ ବନ୍ଦହେଲା ଷ୍ଟ୍ରବେରି ଚାଷ

ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତ ମହକୁମାର ଲାକୁନୁ ଜାକାସିକା ଗତ ବର୍ଷ ପ୍ରଥମ ଥର ପାଇଁ ଷ୍ଟ୍ରବେରି ଚାଷ...

ସେବାଶ୍ରମରେ ଚାଲିଗଲା ଛାତ୍ରୀଙ୍କ ଜୀବନ, କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କଲେ ପରିବାର ଲୋକେ

ରାୟଗଡ଼ା,୩୦ା୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ କରପା ସେବାଶ୍ରମର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲରେ ଅସ୍ଥା ଗମ୍ଭୀର ହେବାରୁ କୋରାପୁଟ ସ୍ଥାନାନ୍ତର ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri