ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ସୂଚନା ମିଳିଛି। ତେବେ ହତ୍ୟା କରିବା ପରେ ଏକ ଚିଠିରେ ପୋଲିସ ଇନ୍‌ଫର୍ମର ଥିବାରୁ ତାଙ୍କୁ ହତ୍ୟା କରିଥିବା ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି...

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ...

ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ...

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌...

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ...

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା...

ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri