ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ ଏହା ଜଣାପଡିଛି। ତେବେ ପୂର୍ବରୁ ସୁଶୀଲ ଭୁବନେଶ୍ୱର ପୋଲିସ କମ୍ପ୍ୟୁଟର ବିଭାଗ ଏସ୍‌ପି ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image