ପୋଲିସ ମେଡାଲ ଘୋଷଣା: ସାହସିକତା, ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ଜଣଙ୍କୁ ମିଳିବ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ପୋଲିସ ମେଡାଲ ଘୋଷଣା କରାଯାଇଛି। ତିନୋଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ଜଣ ପାଇବେ ମେଡାଲ। ସାହସିକତା ପାଇଁ ୧୬ ପୋଲିସ କର୍ମଚାରୀ, ବିଶିଷ୍ଟ ସେବା ପାଇଁ ୨ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମେଡାଲ ପ୍ରଦାନ କରାଯିବ। ଏଡିଜି ଆର୍‌.ପି କୋଚେ, ଭିଜିଲାନ୍ସ ଏଏସ୍‌ଆଇ ମନୋରଞ୍ଜନ ସାମଲ ବିଶିଷ୍ଟ ସେବା ପଦକ ପାଇବେ। ଏଏସ୍‌ପି ବିଶ୍ୱନାଥ ମିଶ୍ର, କମାଣ୍ଡାଣ୍ଟ ବାଳକୃଷ୍ଣ ମିଶ୍ର, ଏଏସ୍‌ପି ବିକାଶ ରଞ୍ଜନ ବେହୁରା, ସୁଶାନ୍ତ ବିଶ୍ୱାଳଙ୍କୁ ଉଲ୍ଲେଖନୀୟ ସେବା ପଦକ ମିଳିବ। ସେହିଭଳି ଏସ୍‌ଆଇ ଗଗନ ନାୟକଙ୍କ ସହ ୧୬ଜଣଙ୍କୁ ପୋଲିସ ସାହସିକତା ପଦକ ପ୍ରଦାନ କରାଯିବ। ତେବେ ଚଳିତ ବର୍ଷ ଓଡ଼ିଶାରୁ କେହି ବି ରାଷ୍ଟ୍ରପତି ପୋଲିସ ମେଡାଲ ପାଇବେ ନାହିଁ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା

ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ...

ମୁଁ ବିରୋଧୀଦଳ ନେତା ଥିଲାବେଳେ ନେଉନଥିଲି ସୁରକ୍ଷା, ଏବେ ନବୀନଙ୍କୁ ଘାରୁଛି ଭୟ, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୨।୧୧: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହ୍ରାସ ପାଇବ ସୁରକ୍ଷା ବ୍ୟବସ୍ଥା। ନବୀନଙ୍କ ସହ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପାଇବ। ଏନେଇ...

ବାଇକ୍‌କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର

ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍‌-୩୯୦୩)...

ମାଣ୍ଡିପଙ୍କାରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ: ସ୍ଥିତି ଅନୁଧ୍ୟାନ ସହ ପୁଣି ଉଠାଇଲେ ବ୍ରାହ୍ମଣୀଗାଁ ବ୍ଲକ ଦାବି ପ୍ରସଙ୍ଗ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ କହିଲେ ମୁଁ ଭାବୁନି ସେମାନେ…

ଭୁବନେଶ୍ୱର,୨ା୧୧: ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇସ୍କନ ରଥଯାତ୍ରା ବନ୍ଦ ପାଇଁ ଆମେ ଶ୍ରୀମନ୍ଦିର ପ୍ରଶାସନକୁ...

ବାବୁ ମୃତ୍ୟୁକୁ ବି ଭୟ ନାହିଁ : ଭୋକରେ ଖାଉଛୁ ଆମ୍ବ ଟାକୁଆ, ସରକାର ଅଧିକ ଚାଉଳ ଦେଲେ….

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଅଭାବନୀୟ ଘଟଣା ଘଟିବା ପରେ ମଧ୍ୟ ଗ୍ରାମବାସୀ ଆମ୍ବ ଟାକୁଆ...

ବଲାଙ୍ଗୀର ପାଇଁ ଖୁସିଖବର: ଏୟାରଫିଲ୍ଡ ଉନ୍ନତିକରଣ ପାଇଁ ୬୪ କୋଟି ଟଙ୍କାର  ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଗୁଡଭେଲା,୨।୧୧(ମନୋଜ କୁମାର ଜୈନ): ବଲାଙ୍ଗୀର ଜିଲା ତୁଷୁରା ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ଶନିବାର  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ: ସୋନପୁରର ରାଜ୍‌…

ଭୁବନେଶ୍ୱର,୨।୧୧: ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ। ଭୁଲଭୁଲେୟା-ଥ୍ରୀରେ  ଯାଦୁ  ଦେଖାଇଛନ୍ତି ଓଡିଆ ପୁଆ। ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ସୋନପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri