ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ, ୨୬ରେ ନିର୍ବାଚନ

ଭୁବନେଶ୍ୱର, ୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ଖାଲି ପଡ଼ିଥିବା ୪ଟି ଆସନ ପାଇଁ ହେବ ନିର୍ବାଚନ। ଏ ନେଇ ଶୁକ୍ରବାରଠାରୁ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ।

Share