ପ୍ରଥମ ବିଶ୍ୱଯୁଦ୍ଧରେ ଶହୀଦ ଭାରତୀୟ ଯବାନଙ୍କୁ ଫ୍ରାନ୍ସରେ ଦିଆଗଲା ଶ୍ରଦ୍ଧାଞ୍ଜଳି

ପ୍ୟାରିସ,୬।୧୦: ଭାରତ ଓ ଫ୍ରାନ୍ସ ରବିବାର ସେହି ଭାରତୀୟ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ଯେଉଁମାନେ ପ୍ରଥମ ବିଶ୍ୱଯୁଦ୍ଧରେ ସର୍ବୋଚ୍ଚ ବଳିଦାନ ଦେଇଥିଲେ। ଫ୍ରାନ୍ସରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ବୀର ଯବାନମାନଙ୍କୁ ଭିଲର୍ସ ଗୁଇସଲେନ ଇଣ୍ଡିଆନ ଓ୍ବାର ମେମୋରିଆଲଠାରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

Share