ପ୍ରିୟଙ୍କା ଚୋପ୍ରାଙ୍କ ପସନ୍ଦର କ୍ରିକେଟ ଖେଳାଳି କିଏ ଜାଣନ୍ତି କି?

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜଣେ ବଡ କ୍ରିକେଟ ଫ୍ୟାନ୍‌। ତାଙ୍କର ଜଣେ ଅଙ୍କଲ୍‌ ରଣଜୀ ଖେଳୁଥିବାରୁ ପିତା ବରାବର କ୍ରିକେଟ ଟୁର୍ନାମେଣ୍ଟ ଦେଖିବାକୁ ଯାଉଥିଲେ। ଛୋଟବେଳେ ପିତାଙ୍କ ସହ ପ୍ରିୟଙ୍କା ବି ମ୍ୟାଚ୍‌ ଦେଖୁଥିଲେ। ସେବେଠୁ କ୍ରିକେଟ ପ୍ରତି ତାଙ୍କ ରୁଚି ବଢିଥିଲା। ମ୍ୟାଚ୍‌ ଚାଲିଥିବାବେଳେ ସିଟ୍‌ରୁ ଉଠିରେ ଭାରତୀୟ ଖେଳାଳି ଛକା ମାରୁଥିବାରୁ ମୁଁ ପ୍ରାୟତଃ ଛିଡା ହୋଇ ମ୍ୟାଚ୍‌ ଦେଖିଥାଏ ବୋଲି ପ୍ରିୟଙ୍କା କହିଛନ୍ତି। ଏବେକାର ଭାରତୀୟ ଦଳରେ ଯେଉଁ ଖେଳାଳି ଖେଳୁଛନ୍ତି, ସେମାନଙ୍କ ମଧ୍ୟରେ ତାଙ୍କ ପସନ୍ଦର ଖେଳାଳି କିଏ ବୋଲି ପଚରାଯିବାରୁ ସେ କହିଥିଲେ, ଅଧିନାୟକ ବିରାଟ କୋହଲି ଏବଂ ଉପଅଧିନାୟକ ରୋହିତ ଶର୍ମାଙ୍କ ଖେଳ ଦେଖିବାକୁ ତାଙ୍କୁ ପସନ୍ଦ ଆସିଥାଏ। ବ୍ୟକ୍ତିଗତ ଭାବରେ ମଧ୍ୟ ଏହି ଦୁଇ ଖେଳାଳି ବେଶ୍‌ ଭଲ ବୋଲି ସେ କହିଛନ୍ତି। ଆମ ପରିବାର କ୍ରିକେଟ ଦେଖିବାକୁ ପସନ୍ଦ କରୁଥିବା ମୋ ବାହାଘରରେ ଏକ କ୍ରିକେଟ ମ୍ୟାଚର ଆୟୋଜନ କରାଯାଇଥିଲା। ଯେଉଁଥିରେ ନିକ୍‌ ଏବଂ ଆମ ପରିବାର ମଧ୍ୟରେ ମ୍ୟାଚ୍‌ ଖେଲାଯାଇଥିଲା ବୋଲି ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପରେ ଲୁଚିଛପି ପ୍ରେମିକାଙ୍କ ସହ ଛୁଟି କାଟୁଛନ୍ତି ସୈଫ୍‌ଙ୍କ ପୁଅ ଇବ୍ରାହିମ୍‌! ଫଟୋ ଖୋଲିଦେଲା ଗୁମର…

ବମ୍ବେ: ପ୍ରେମରେ ଉବୁଟୁବୁ ହେଉଛନ୍ତି ବଲିଉଡ୍‌ ଷ୍ଟାର ସୈଫ ଅଲ୍ଲି ଖାନ୍‌ଙ୍କ ବଡ଼ ପୁଅ ଇବ୍ରାହିମ୍‌ ଅଲି ଖାନ୍‌। ଟେଲି ପରଦାର ଚର୍ଚ୍ଚିତ ଅଭିନେତ୍ରୀ ଶ୍ୱେତା...

ଐଶ୍ୱର୍ଯ୍ୟା-ଅଭିଷେକଙ୍କୁ ନେଇ ଏ କ’ଣ କହିଦେଲେ ନିଖିଲ, ତେବେ କ’ଣ…

ବମ୍ବେ: ପୁଣି ଚର୍ଚ୍ଚାରେ ଅଭିନେତା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟ। ଉଭୟଙ୍କ ସମ୍ପର୍କ ତୁଟିବା ନେଇ ଖବର ଶୁଣିବାକୁ ମିଳୁଥିବା ବେଳେ ଦୁହେଁ କିନ୍ତୁ ମୁହଁ ଖୋଲୁ...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ...

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି।...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri