Categories: ବାଣିଜ୍ୟ

ଫନୀ ପ୍ରଭାବିତଙ୍କୁ ଏଚ୍‌ପିସିଏଲ୍‌ ଦେଲା ୫ କୋଟି

ଭୁବନେଶ୍ୱର,୨୨।୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକ ଲାଗି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ଏଚ୍‌ପିସିଏଲ୍‌) ପକ୍ଷରୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଏଲ୍‌ପିଜି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାକେଶ ମିଶ୍ରୀ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମୁଖ୍ୟ ତଥା ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି।

Share