ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ

ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍‌ରେ ୫୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୪ଟା ୪୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।

Share