ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ଏଥିରେ ଏ. ଆର ରେହମାନ ସଂଗୀତ ଦେଇଥିବା ବେଳେ କାହାଣୀ ଲେଖିଛନ୍ତି ହିମାଂଶୁ ଶର୍ମା। ଫିଲ୍ମଟି ୨୦୨୧ ଭାଲେଣ୍ଟାଇନ୍‌ ଦିବସରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।

Share