Advertisement

ଫୁଲଝର ଆର୍ଡେଣ୍ଟ ଷ୍ଟିଲ୍‌ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ରାଇସୁଆଁ,୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତରେ ଥିବା ଆର୍ଡେଣ୍ଟ ଷ୍ଟିଲ୍‌ପ୍ଲାଣ୍ଟରେ ଗୁରୁବାର ରାତିରେ କୌଣସି କାରଣରୁ ଯନ୍ତ୍ରାଶଂରେ ନିଆଁ ଲାଗିଯାଇଥିଲା। ରାତିରେ ଲଘୁଚାପ ଜନିତ ବର୍ଷା ଯୋଗୁ ନିଆଁ ଆୟତ୍ତ ହୋଇଥିବା ଜଣାପଡ଼ିଛି। ତେବେ ମହବିଲ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସମସ୍ତ କର୍ମଚ଼ାରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

Subscribe to Dharitri WhatsApp Channel

Share