ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି ପୋଲିସ ମୃତଦେହ ଜବତ କରି ୭/୧୯ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ମୃତଦେହ ଭଞ୍ଜନଗର ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ହିମାଶୁଂ ବଳଦ କିଣିବାକୁ ଯାଇ ଫେରୁଥିବାବେଳେ କାମ କରିବାକୁ ଯାଇଥିବାବେଳେ ବଜ୍ରପାତରେ ଆହତ ହୋଇଥିଲେ। ଏହି ସମୟରେ ବଜ୍ରପାତ ମାରିବାରୁ ସେ ଆହତ ହୋଇଥିଲେ। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ହିମାଶୁଂଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ମେଡିକାଲକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri