Categories: ଜାତୀୟ

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୪୦ କିଗ୍ରା ବିସ୍ଫୋରକ ଜବତ

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍‌ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।

Share