ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ ଭେଟି। ମେଡିକାଲ ଓ ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଆଶାକର୍ମୀଙ୍କ ଦରମା ୩ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ଜଗନ ମୋନହ। ସୋମବାର ସେ ଏ ନେଇ ସୂଚନା ଦେଇଛନ୍ତି।