ବଦଳିପାରେ ପରେଡ୍‌ ସ୍ଥାନ

ଭୁବନେଶ୍ୱର, ୩।୮(ବ୍ୟୁରୋ): ଆସନ୍ତା ସ୍ବାଧନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡ୍‌ ସ୍ଥାନ ବଦଳିପାରେ। ବିକଳ୍ପଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଦର୍ଶନୀ ପଡ଼ିଆ, ଜନତା ମଇନାନ ଓ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରୁଛନ୍ତି। ଏହି ସମୟରେ ଡିଜିଙ୍କ ସହ ପୋଲିସ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଛନ୍ତି।

Share