ବନ୍ଦ କୋଠରିରେ ମହିଳାଙ୍କ ମୃତଦେହ ଥିବା ସନ୍ଦେହ: ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ବାହାଲପଡ଼ାସ୍ଥିତ ଏକ ବନ୍ଦ କୋଠରିରୁ ମହିଳାଙ୍କ ମୃତଦେହ ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଥିଲା। ଏନେଇ ପୋଲିସ ପାଖରେ ମଧ୍ୟ ଅଭିଯୋଗ ପହଞ୍ଚତ୍ଥିଲା । ଗୁରୁବାର ସକାଳେ ଧନୁପାଲି ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ ପହଞ୍ଚତ୍ ଯାଞ୍ଚ କରିଛି। ମାତ୍ର ଖବର ଲେଖାହେବା ପର୍ଯ୍ୟନ୍ତ କୌଣସି ସୁରାକ୍‌ ମିଳି ନ ଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଡିସେମ୍ବର ୩୧ ତାରିଖରେ ଆରତି ଦେବୀ ଓ ସ୍ବାମୀ କୁନାଲଙ୍କ ସହ ଝଗଡ଼ା ହୋଇଥିଲା। ତା’ ପରଦିନ ଘରୁ ସମସ୍ତେ କୁଆଡ଼େ ଚାଲି ଯାଇଥିଲେ । ସେହିଦିନଠାରୁ ଆରତିଙ୍କ ସହ ଯୋଗାଯୋଗ ହୋଇପାରୁ ନ ଥିବାରୁ ପରିବାରବର୍ଗ ଆସି ଧନୁପାଲି ଥାନାରେ ୩ ତାରିଖରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ର ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri