ବନ୍ୟାସ୍ଥିତି ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ବନ୍ୟାସ୍ଥିତି ନିୟନ୍ତ୍ରଣରେ ଥିବା ଗୁରୁବାର ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ ଓ ଫୁଲବାଣୀରେ ସମୀକ୍ଷା କରିଛି। ଆକାଶମାର୍ଗରୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ସ୍ଥିତି ପରଖିଛି। ଏବେ ବନ୍ୟାସ୍ଥିତିକୁ ନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ଏକ କଣ୍ଟ୍ରୋଲ ରୁମ୍‌ ମଧ୍ୟ ଖୋଲା ଯାଇଥିବା ସେ କହିଛନ୍ତି।

ପ୍ରକାଶଥାଉ କି, ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍‌ ଗେଟ୍‌ ଖୋଲାଯିବା ହେତୁ ଗତ ଦୁଇ ଦିନ ଧରି ରାଜ୍ୟର କେତେକ ନଦୀର ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଗକୁ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ବିଶେଷକରି ଉତ୍ତର ଓଡ଼ିଶାର କେତେକ ନଦୀରେ ବନ୍ୟା ଆସିବା ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର

ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image