Posted inଜାତୀୟ

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଆଇଆଇଟି କର୍ତ୍ତୃପକ୍ଷଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଚିହ୍ନ ଉଠିଛି। ଗାଈଟି ପ୍ରଫେସର ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟ ଦେଇ ଆରାମରେ ଚାଲି ଯାଇଥିବା ଦୃଶ୍ୟ ଭିଡ଼ିଓରେ ରହିଛି। ଆଇଆଇଟି କ୍ୟାମ୍ପସ୍‌ରେ ବୁଲା ଗୋରୁ ଅବାଧରେ ବିଚରଣ କରୁଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ. ଦୁଇ ସପ୍ତାହ ତଳେ ୨ ବୁଲା ଷଣ୍ଢ ଆକ୍ରମଣରେ ଜଣେ ଛାତ୍ର ଆହତ ହେବା ପରେ ମଧ୍ୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ

ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ...

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ...

ଇତିହାସ ରଚିଲେ ବିରାଟ କୋହଲି: ଏପରି କାରନାମା କରିବାରେ IPLର ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୧୦।୪: ବିରାଟ କୋହଲି IPL 2025 ରେ ଇତିହାସ ରଚିଛନ୍ତି। ସେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୨୨ ରନର ଏକ ଇନିଂସ ଖେଳିଥିଲେ। ଏହି...

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ...

ପ୍ରତ୍ୟର୍ପଣ ପରେ ଆତଙ୍କବାଦୀ ରାଣାଙ୍କ ପ୍ରଥମ ଫଟୋ ଆସିଲା ସାମ୍ନାକୁ, NIA କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୧୦।୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଗୁରୁବାର (୧୦ ଏପ୍ରିଲ, ୨୦୨୫) ଭାରତ ଅଣାଯାଇଛି। ଏନଆଇଏ ଟିମ ଏକ ସ୍ବତନ୍ତ୍ର ବିମାନ ଯୋଗେ...

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର...

ପାଲଟା ଟାରିଫ୍‌କୁ ୯୦ ଦିନ ଅଟକାଇଲା ୟୁରୋପୀୟ ସଂଘ

ବ୍ରସେଲ୍ସ,୧୦।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରେସିପ୍ରୋକାଲ ଟାରିଫ୍‌ କାର୍ଯ୍ୟକାରିତାକୁ ୯୦ ଦିନ ସ୍ଥଗିତ ରଖିବା ପରେ ୟୁରୋପୀୟ ସଂଘ (ଇୟୁ) ମଧ୍ୟ ଆମେରିକା ସାମଗ୍ରୀ...

ମମତା ସରକାରଙ୍କୁ ହଟାଇବାକୁ ଏମିତି ଅପିଲ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତି

କୋଲକାତା,୧୦।୪: ବଲିଉଡ ଅଭିନେତା ଏବଂ ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁବାର କହିଛନ୍ତି ଯେ ଯଦି ମମତା ବାନାର୍ଜୀଙ୍କୁ ପଶ୍ଚିମବଙ୍ଗରୁ ବିତାଡ଼ିତ କରିବାକୁ ପଡ଼େ, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image