ବରଗଡ଼ ଅଫିସ,୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି। ଶୁକ୍ରବାର ଜିଲାରେ ପୁଣି ୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ସର୍ବାଧିକ ୧୪ଜଣ ରହିଥିବା ବେଳେ ଭେଡେନ ବ୍ଲକର ୧୨, ବରଗଡ଼ ପୌରାଞ୍ଚଳରେ ୩, ଅତାବିରା ବ୍ଲକର ୧୧, ଅତାବିରା ଏନ୍ଏସିର ୧, ବରପାଲି ବ୍ଲକର ୫, ପଦ୍ମପୁର ବ୍ଲକର ୯, ପଦ୍ମପୁର ଏନ୍ଏସି, ଭଟଲି ବ୍ଲକର ୪ ଜଣ, ପାଇକମାଲ ବ୍ଲକର ୪, ଅମ୍ବାଭୋନା ୬, ବିଜେପୁର ବ୍ଲକର ୭, ଗାଇସିଲେଟ ବ୍ଲକର ଜଣେ, ଝାରବନ୍ଧ ବ୍ଲକର ୨, ଅମ୍ବାଭୋନା ବ୍ଲକର ଜଣେ ଏବଂ ବରପାଲି ବ୍ଲକର ୫ଜଣ ଆକ୍ରାନ୍ତ ଅଛନ୍ତି ।
ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୭୨୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୮୧୬ ଜଣ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ବରଗଡ଼ View All
କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି
ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ
ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…
ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍ଘାଟିତ
ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍ରେ ଗଡ଼ିଲା ଟ୍ରେନ୍
କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍ର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର
ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ
ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...