ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।