ବଲାଙ୍ଗୀରରେ ନରସିଂହ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବଲାଙ୍ଗୀର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ଆଗୁଆ ରହିଛନ୍ତି। ନରସିଂହ ୮୨୬୬ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଅର୍କେଶ ନାରାୟଣ ସିଂଦେଓ ୬୩୦୭ ଭୋଟ ପାଇଛନ୍ତି।

Share