ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ରବିବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ଖବର ଏକପ୍ରକାର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି ସୁଶାନ୍ତଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଭଗବାନ ତାଙ୍କ ପରିବାରକୁ ଶକ୍ତି ଦିଅନ୍ତୁ ବୋଲି ନବୀନ ଟୁଇଟ୍‌ କରି କହିଛନ୍ତି।

Share