ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜକିଶୋର ଦାସ ୧୭୫୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ।
ମୟୂରଭଞ୍ଜ ଲୋକ ସଭାରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ୧୭୮୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

Share