Posted inVideo

ବାବୁ ମହଲ: ଛାଡ଼ଖାଇ | Babu Mahal #10: Chadakhai

Featured Video Play Icon

ଆମ ଓଡ଼ିଶାରେ କାର୍ତ୍ତିକ ମାସକୁ ଏକ ପବିତ୍ର ମାସ ରୂପେ ବିବେଚନା କରାଯାଏ। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଯାଏ। ମାସ ସାରା ହବିଷ ହୁଏ। ତେଣୁ ପ୍ରାୟ ସମସ୍ତେ ଏହି ମାସରେ ଆମିଷ ଭୋଜନ କରନ୍ତି ନାହିଁ। କିଛି ବ୍ୟକ୍ତି ମାସ ସାରା ନହେଲେବି ମାସର ଶେଷ ପାଞ୍ଚ ଦିନ ଅର୍ଥାତ ପଞ୍ଚୁକ ସମୟରେ ଆମିଷ ଖା’ନ୍ତି ନାହିଁ। କଥାରେ ଅଛି ପଞ୍ଚୁକରେ ବଗ ବି ଆମିଷ ଖାଏ ନାହିଁ। ମାତ୍ର କାର୍ତ୍ତିକ ମାସାନ୍ତେ ଆମିଷ ଛାଡ଼ିଥିବା ଲୋକେ ଛାଡ଼ଖାଇ ପାଳନ କରନ୍ତି। ଏଥର ‘ବାବୁ ମହଲ’ର ପ୍ରସଙ୍ଗ ହେଉଛି ‘ଛାଡ଼ଖାଇ’ ଏହି ଆନିମେଶନ ଭିଡ଼ିଓଟିକୁ ସମ୍ପୂର୍ଣ୍ଣ ଦେଖନ୍ତୁ ଏବଂ ନିଜ ମତାମତ କମେଣ୍ଟବକ୍ସରେ ଲେଖନ୍ତୁ।

Babu Mahal Episode 10: Chadakhai ( A funny odia animated cartoon web series from Dharitri Live )

This video is not allowed for reuse/ redistribution in any form and manner on any source. Copyright owner : Dharitri Live


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri