ବାବୁ ସିଂ ହେଲେ ଭୁବନେଶ୍ୱର ଭାଜପା ସଭାପତି

ଭୁବାନେଶ୍ୱର,୨।୬(ବ୍ୟୁରୋ): ଭୁବନେଶ୍ୱର ଭାଜପା ସାଂଗଠନିକ ଜିଲା ସଭାପତି ହୋଇଛନ୍ତି ବାବୁ ସିଂ। ସେହିଭଳି କଳାହାଣ୍ଡି ଜିଲା ଭାଜପା ସଭାପତି ଭାବେ ଦେବେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ଭାଜପା ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

Share