ବାର୍ଷିକ ଦଶହରା କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ତାଳଚେର, ୮।୧୦(ନି.ପ୍ର.)-ତାଳଚେର କିଶୋର କ୍ଲବର ୫୪ତମ ବାର୍ଷିକ ଦଶହରା କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍‌ପି ମହେଶ ସାହୁ, ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରା ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଉପଲକ୍ଷେ ଏକ ମଶାଲ ଶୋଭାଯାତ୍ରା ସ୍ଥାନୀୟ କାଳୀମନ୍ଦିର ନିକଟରୁ ବାହାରି ସହର ପରିକ୍ରମା କରିବା ପରେ ଷ୍ଟାଡିୟମରେ ପହଞ୍ଚତ୍ଥିଲା। କାର୍ଯ୍ୟକାରୀ ସଭାପତି ପେସ୍କାର ଗଡ଼ନାୟକ, ଧୀରେନ ଶତପଥୀ, ସମ୍ପାଦକ ଦୀପକ ଥମ୍ବ, ଶରତ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image