ବାଲୁକାକଳାରେ ଲତାଙ୍କ ଆରୋଗ୍ୟ କାମନା କଲେ ସୁଦର୍ଶନ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଖ୍ୟାତନାମା ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଆରୋଗ୍ୟ କାମନା କରିିଛନ୍ତି। ସୁଦର୍ଶନ ନିଜ ବାଲୁକାକଳାରେ ଏନେଇ ବାର୍ତ୍ତା ଦେଇଛନ୍ତି।

୯୦ ବୟସ୍କ ମଙ୍ଗେସକର ସୋମବାର ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ରହିଥିବାରୁ ତାଙ୍କ ଆରୋଗ୍ୟ କାମନା କରି ଲୋକେ ବାର୍ତ୍ତା ପଠାଉଛନ୍ତି।

 

Share