ବାଲୁଚିସ୍ତାନରେ ଭୟଙ୍କର ବିସ୍ଫୋରଣ

କ୍ୱେଟା,୧୬।୮: ପାକିସ୍ତାନ କ୍ୱେଟା ନିକଟ ବାଲୁଚିସ୍ତାନର କୁଚଲାକରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୫ ଆହତ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।

Share