ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share