ବାଳିକା ଶିକ୍ଷାକ୍ଷେତ୍ରରେ ଧାର୍ଯ୍ୟ ଲକ୍ଷ୍ୟକୁ ପୂରଣ କରିଛି ଭାରତ: ୟୁନେସ୍କୋ

ଜାତିସଂଘ,୬।୨: ଭାରତ ବାଳିକା ଶିକ୍ଷାକ୍ଷେତ୍ରରେ ଧାର୍ଯ୍ୟ ଲକ୍ଷ୍ୟକୁ ପୂରଣ କରିବାରେ ସଫଳତା ହାସଲ କରିପାରିଛି। ଏହି କ୍ଷେତ୍ରରେ ଭାରତ ଯଥେଷ୍ଟ ଆଗୁଆ ରହିଛି ବୋଲି ୟୁନେସ୍କୋ ମହାନିର୍ଦ୍ଦେଶକ ଔଡ୍ରେ ଅଜୋଲେ କହିଛନ୍ତି। ଭାରତର ଲକ୍ଷ୍ୟ ଏବଂ ଚିନ୍ତାଧାରା ୟୁନେସ୍କୋକୁ ବେଶ୍‌ ପ୍ରଭାବିତ କରିଥିବା ସେ କହିଛନ୍ତି। ଏହା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ସେ ପ୍ରକାଶ କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ଜୀବନଶୈଳୀ ଭାରତରେ ବେଶ୍‌ ପ୍ରତିଫଳିତ ହୋଇଥିବା ସେ କହିଛନ୍ତି।

Share