Advertisement

ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପିତ: ଯୋଗ ଦେଲେ ରାଜ୍ୟପାଳ

ଆନନ୍ଦପୁର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୁରାତନ ଶିକ୍ଷାନୁଷ୍ଠାନ ବିଏନ୍‌ ହାଇସ୍କୁଲର ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନ ଦିବସରେ ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଜ୍ୟପାଳ ଆନନ୍ଦପୁର ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉତ୍ସବରେ ଯୋଗଦେଇଥିଲେ। ପୁରାତନ ଛାତ୍ର ସଂସଦ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଛାତ୍ରୀଛ୍ରାତ୍ର ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share