Advertisement

ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁର ଉପଖଣ୍ଡର ୬ଟି ବ୍ଲକ ଏବଂ ଗୋଟିଏ ପୌରାଞ୍ଚଳରେ କାର୍ଯ୍ୟରତ ୫୪ ଅସ୍ଥାୟୀ ବିଏସ୍‌ଏନ୍‌ଏଲ୍‌ କର୍ମଚାରୀ ସୋମବାର କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ନିଜର ସୁରକ୍ଷା ଏବଂ ପରିଚୟ ପତ୍ର ଦାବି ନେଇ ଏହି ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share