Categories: ଜାତୀୟ

ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ବ୍ୟାଙ୍କ ଋଣ ଜାଲିଆତିରେ ସଂପୃକ୍ତ ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କ ମାମଲାର ଯାଞ୍ଚ କରୁଛି। ଏନେଇ ଅଗଷ୍ଟ ୨୦ରେ ଇଡି ପକ୍ଷରୁ ଗିରଫ କରାଯାଇଥିଲା।

Share