Categories: ଜାତୀୟ

ବିଦେଶ ଯାତ୍ରା କରିପାରିବେ ରବର୍ଟ

ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ ତାଙ୍କର ଚିକିତ୍ସା ଓ ବ୍ୟବସାୟ କାମରେ ବିଦେଶ ଯାତ୍ରା କରିପାରିବେ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲରେ ଏବେ ରବର୍ଟ ଅଗ୍ରୀମ ଜାମିନରେ ଅଛନ୍ତି।

Share