Posted inଜାତୀୟ

ବିବେକ କୁମାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ, ୨୦ା୭(ପି.ଟି.): ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଅଫିସର ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ବିବେକଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ୨୦୦୪ ବ୍ୟାଚ୍‌ର ଏହି ଆଇଏଫ୍‌ଏସ୍‌ ଅଫିସର ଏବେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ନିଯୁକ୍ତି ଦାୟିତ୍ୱଗ୍ରହଣ ଦିନରୁ ଆରମ୍ଭ ହେବ ଏବଂ ଚାକିରି କାର୍ଯ୍ୟକାଳ ଶେଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ ବୋଲି କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ଆଇଆଇଟି ବମ୍ବେରୁ କେମିକାଲ ଇଞ୍ଜିନିୟରିଂରେ ବିଟେକ୍‌ ଡିଗ୍ରୀ ହାସଲ କରିଥିବା ବିବେକ ପୂର୍ବରୁ ରୁଷିଆ ଓ ଅଷ୍ଟ୍ରେଲିଆରେ ଭାରତର କୂଟନୀତିଜ୍ଞ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

ମନମୋହନ ସିଂଙ୍କର ଏହି ଗୋଟିଏ ଇଚ୍ଛା ରହିଗଲା ଅଧୁରା…

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର...

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ...

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri