Advertisement

ବିଭାଗ ବଣ୍ଟନ ପରେ ବସିଲା ମୋଦିଙ୍କ କ୍ୟାବିନେଟର ପ୍ରଥମ ବୈଠକ

ନୂଆଦିଲ୍ଲୀ,୩୧।୫: ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ ପରେ ଶୁକ୍ରବାର ପ୍ରଥମ କ୍ୟାବିନେଟ ବୈଠକ ବସିଛି। ଏଥିରେ ଯୋଗଦେବା ଲାଗି ଅମିତ ଶାହ, ଧର୍ମେନ୍ଦ୍ର ପ୍ରଧାନ, ମୁକତାର ଅବ୍ବାସ ନକଭି, ଗିରିରାଜ ସିଂ, ନିର୍ମଳା ସିଥାରମଣ, ରାଜନାଥ ସିଂ, ସ୍ମୃତି ଇରାନି, ଅରବିନ୍ଦ ସାଓ୍ବନ୍ତ, କିରଣ ରିଜେଜୁ ଆଦି ପହଞ୍ଚିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share