କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ ମୌଳିକ ସମସ୍ୟା ଲାଗି ରହିଥିବା ବେଳେ ବାରମ୍ବାର ରାଜନେତାମାନେ ସେମାନଙ୍କୁ ମିଥ୍ୟା ପ୍ରତିଶୃତି ଦେଉଥିବା ଅଭିଯୋଗ ହୋଇଛି। ଫଳରେ ଗଁ।ଲୋକେ ଚଳିତ ଥର ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।