ବିଭୂତି ପ୍ରଧାନ ୨୧୫୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୬ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୩୮,୦୭୯ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୩୫,୯୨୪ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୩୨୩୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୨୧୫୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।