ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ କରାଇ ଦେବା ଲାଗି ଠିକାଦାରଙ୍କ ସହ ପିସି ବାବଦରେ ଫୋନ୍‌ କଲ ଭାଇରାଲ ହୋଇଥିଲା। ଏହା ପରେ ଜଗତସିଂହପୁର ପିଡି ଏହାର ତଦନ୍ତ କରିଥିଲେ। ସତ୍ୟତା ଜଣାପଡ଼ିବା ପରେ କନିଷ୍ଠ ଯନ୍ତ୍ରୀ ଶ୍ରୀମତୀ ଚିନ୍ମୟୀ ଦ୍ବିବେଦୀଙ୍କୁ ନିଲମ୍ବନ କରାଯାଇଛି।
ନିଲମ୍ବନ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିଲମ୍ବନ ସମୟରେ ଜଗତସିଂହପୁର ଜିଲା ପରିଷଦ କାର୍ଯ୍ୟାଳୟ ଆସିବେ। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଅନୁମତି ବିନା ମୁଖ୍ୟାଳୟ ଛଡ଼ିପାରିବେନି ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ...

ଗାଁ ଦାଣ୍ଡରେ ଯୁବକଙ୍କୁ ଛୁରି ଭୁସି ହତ୍ୟା

ସୁନ୍ଦରଗଡ଼,୭।୧୦(ଜୟନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଜି ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ର ୧ ଟଙ୍କା, ୯ ତାରିଖରେ କେଉଁମାନଙ୍କୁ ମିଳିବ ଜାଣି ରଖନ୍ତୁ…

ଭୁବନେଶ୍ୱର,୭ା୧୦: ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ୧ ଟଙ୍କା ସୋମବାର ବ୍ୟାଙ୍କ ଖାତାକୁ ଆସିବ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡ଼ା।...

ପାର୍ବଣରେ ଗଡ଼ିବ ବସ୍‌ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….

ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍‌ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍‌ ମାଲିକ ସଂଘ। ଦକ୍ଷିଣ ଓ...

OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ...

ଉପକୂଳରେ ପ୍ରବଳ ବର୍ଷା: ୩ ଘଣ୍ଟା ପର୍ଯ୍ୟନ୍ତ ନିର୍ଧୂମ ଛେଚିବ

ଭୁବନେଶ୍ୱର,୭।୧୦: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ: ଚାଲିଛି ମାନସ ମନ୍ଥନ

ଭୁବନେଶ୍ୱର,୭।୧୦: ବସ୍‌ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଛି। ପରିବହନ ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ ହୋଇଛି। ସନ୍ଧ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri