ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ,୬ା୪: ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ସୋମବାର ସକାଳୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ଅଞ୍ଚଳରେ ବିଶୋଧକ ସିଞ୍ଚନ କରାଯାଇଛି।
ସୂଚନାଯୋଗ୍ୟ, ଭଦ୍ରକ ଅଞ୍ଚଳରେ କରୋନା ରୋଗୀ ଚି଼ହ୍ନଟ ହେବା ପରେ ସହରର ସମସ୍ତ ୱାର୍ଡରେ ବିଶୋଧକ ସିଞ୍ଚନ କରାଯାଇଛି।

Share