ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା ମୁଖ୍ୟ ବଜାର ଜନତା ନିବାସ ଗଳିରେ ପ୍ଲାଣ୍ଟସାଇଟ ପୋଲିସ ପକ୍ଷରୁ ଚଢ଼ାଉ ସମୟରେ ସେଠାରେ ଏ ଭଳି ଖେଳ ଚାଲିଥିବା ସାମ୍ନାକୁ ଆସିଥିଲା। ଏହି ଚଢ଼ାଉରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ୩୧ ଲକ୍ଷ ଟଙ୍କା, ୧୭ ମୋବାଇଲ, ୩ କାଲ୍‌କୁଲେଟର ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ -ଏମିତି କ’ଣ ଘଟିଛି ଯେ…

ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ...

ପୁଅ ବାହାଘର ପୂର୍ବରୁ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ସୁନ୍ଦରଗଡ,୨୬।୩(ଅନନ୍ତ ପଟେଲ): ମହୁଲ ଗୋଟାଇବାକୁ ଯାଇଥିବା ବେଳେ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା କଲେ ସ୍ୱାମୀ। ଏଭଳି ଅମାନବୀୟ କାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା...

ବିଧାନସଭାରେ ବିବୃତି ରଖିଲେ ବାଚସ୍ପତି, କହିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗ ଉପରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ। ୨୫ ସୁଦ୍ଧା ନିର୍ଦ୍ଧରିତ ସମୟରୁ ୩୯ ଘଣ୍ଟା ୨...

‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍‌ଆଉଟ୍‌ ଲାଗି ଷଡ଼ଯନ୍ତ୍ର ହେଉଛି’

ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ...

ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍‌

ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ...

ମହିଳାଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୬ା୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ଗ୍ରାମରେ ୨୦୨୩ ଜାନୁଆରୀ ୮ରେ ଜଣେ ଭିନ୍ନକ୍ଷମ ଯୁବତୀ ବିଷ୍ଣୁପ୍ରିୟା...

ଆଖି ଦେଖାଇଲେ ଅରୁଣ ସାହୁ, କହିଲେ ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ…

ଭୁବନେଶ୍ୱର,୨୬।୩: ନିଲମ୍ବନକୁ ନେଇ ବିଧାନସଭା ଭିତରେ ଏବଂ ବାହାରେ ହାଇଡ୍ରାମା । କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ହେବା ପରେ କଂଗ୍ରେସ ସହ ପ୍ରତିବାଦକୁ ଓହ୍ଲାଇଛି...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image